୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଭିତ୍ତପ୍ରସ୍ତର ସ୍ଥାପନ, ଖର୍ଚ୍ଚ ହେବ…
ଭୁବନେଶ୍ବର(ଓଡ଼ିଶା ଫାଷ୍ଟ ବ୍ୟୁରୋ):ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ୧୯ଟି ଅନ୍ତଃ ନଦୀ ଜଳାଶୟ ପ୍ରକଳ୍ପ (Instream Storage Structure) ପାଇଁ ଭିତ୍ତି ସ୍ଥାପନ କରିଛନ୍ତି। ଏଥିପାଇଁ ୪,୬୦୦ କୋଟି ଟଙ୍କା ଖର୍ଚ୍ଚ ହେବ ।
ଏହି ଅବସରରେ ବିଭିନ୍ନ…