କଟକରୁ ଚିହ୍ନଟ ହେଲେ ୬ଷ୍ଠ କରୋନା ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତାଙ୍କ ଘର କଟକରେ ବୋଲି ସୂଚନା ମିଳିଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେଲେଣି । ଗତକାଲି ତାଙ୍କ ନମୁନା ପରୀକ୍ଷା କରାଯାଇଥିଲା ଏବଂ ତାହା ଆଜି ପଜିଟିଭ ଆସିଛି। ଏହାପରେ…