Browsing Tag

7 hardcore naxsals were shot by the security guards

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୭ ଜଣ ହାଡକୋର ନକ୍ସଲ

ଛତିଶଗଡ ନାରାୟଣପୁର ଜିଲ୍ଲାରେ ପୋଲିସ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଥିବା ବେଳେ ସୁରକ୍ଷା କର୍ମୀଙ୍କ ଗୁଳିରେ ୭ ଜଣ ହାଡକୋର ନକ୍ସଲ ପ୍ରାଣ ହରାଇଛନ୍ତି । ଘଟଣା ସ୍ଥଳରୁ ବନ୍ଧୁକ ସହ ଭାରି ମାତ୍ରାରେ ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷା କର୍ମୀ । ସୂଚନା ଥାଉକି, ଅବୁଜମାଡ…