ରଥ କାର୍ଯ୍ୟ ୭୫ ପ୍ରତିଶତ ଶେଷ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ରଥଯାତ୍ରା ପାଇଁ ଜୋରଦାର ଚାଲିଛି ପ୍ରସ୍ତୁତି । ରଥଖଳାରେ ତିନି ରଥର ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି । ନିର୍ଦ୍ଧାରିତ ସମୟ ପୂର୍ବରୁ ଚାରି ନାହାକା, ୧୪ ନାହାକା, ଯୋଖା, ପ୍ରଥମ, ଦ୍ଵିତୀୟ ଓ ତୃତୀୟ ଭୂଇଁ ଆଦି ୭୫ ପ୍ରତିଶତ କାର୍ଯ୍ୟ ଶେଷ ହୋଇଛି । ବର୍ତ୍ତମାନ ତିନି…