Browsing Tag

7kg tumor

ସମ୍ ହସ୍ପିଟାଲରେ ଶିଶୁ ପେଟରୁ ସାଢେ ୭ କେଜି ଓଜନର ଟ୍ୟୁମର୍ ବାହାରିଲା

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସ୍ଥାନୀୟ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲର ଶୈଲ୍ୟ ଚିକିତ୍ସା ବିଭାଗର ଚିକିତ୍ସକ ମାନେ ଏକ ୨୦ ମାସ ବୟସର ଶିଶୁ ପୁତ୍ର ପେଟରୁ ଏକ ଜଟିଳ ଅସ୍ତ୍ରୋପଚାର ମାଧ୍ୟମରେ ସାଢେ ୭ କିଲୋଗ୍ରାମ ଓଜନର ଏକ ଟ୍ୟୁମର ସଫଳତାର ସହ…