କରୋନା ରୋଗୀଙ୍କ ପାଇଁ ଘରୋଇ ହସ୍ପିଟାଲରେ ସଂରକ୍ଷିତ ରହିବ ୮୦% ଆଇସିୟୁ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଘରୋଇ ହସପିଟାଲରେ ହେଉଥିବା କରୋନା ଚିକିତ୍ସା ବାବଦରେ ଓଡ଼ିଶା ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଭୁବନେଶ୍ୱର, କଟକ, ସମ୍ବଲପୁର, ବ୍ରହ୍ମପୁର ଓ ରାଉରେକଲାରେ ଥିବା ୩୦ରୁ ଅଧିକ ଶଯ୍ୟା ବିଶିଷ୍ଟ ଘରୋଇ ହସ୍ପିଟାଲମାନେ ନିଜ ସାଧାରଣ ଶଯ୍ୟା ବା…