ନିର୍ବାଚନ ପାଇଁ ରାଜ୍ୟ କଂଗ୍ରେସର ୯ ଗ୍ୟାରେଣ୍ଟି
ସାଧାରଣ ନିର୍ବାଚନ ପୂର୍ବରୁ ରାଜ୍ୟ କଂଗ୍ରେସ ଦେଇଛି ୯ ଗ୍ୟାରେଣ୍ଟି । ନିର୍ବାଚନ ଇସ୍ତାହାର ପ୍ରକାଶ କରିବା ପୂର୍ବରୁ କଂଗ୍ରେସର ଏହି ଗ୍ୟାରେଣ୍ଟିକୁ ନେଇ ଆରମ୍ଭ ହୋଇଛି ଚର୍ଚ୍ଚା । ସବୁବର୍ଗକୁ ଲକ୍ଷ୍ୟ କରି ଏହି ୯ ଗ୍ୟାରେଣ୍ଟି ଆଣିଛି କଂଗ୍ରେସ ।କ୍ଷମତାକୁ ଆସିଲେ କଂଗ୍ରେସ ଏହି ୯…