ଲୁଧିଆନାରେ ବିଷାକ୍ତ ଗ୍ୟାସ୍ ଲିକ୍ ଯୋଗୁ ଚାଲିଗଲା ୯ ଜଣଙ୍କ ଜୀବନ, ୧୧ ଆହତ
ଆଜି ସକାଳେ ପଞ୍ଜାବର ଲୁଧିଆନାରେ ଏକ ବଡ ଦୁର୍ଘଟଣା ଘଟିଛି । ଗ୍ୟାସପୁରା ଅଞ୍ଚଳରେ ବିଷାକ୍ତ ଗ୍ୟାସ୍ ଲିକ୍ ହେବା କାରଣରୁ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୧୧ ଜଣ ଆହତ ହୋଇଛନ୍ତି । ଏହି ଦୁର୍ଘଟଣାର ଖବର ପାଇବା ମାତ୍ରେ ପୋଲିସ ଏବଂ ପ୍ରଶାସନର ଟିମ୍ ଘଟଣାସ୍ଥଳରେ ପହଞ୍ଚି ଅଗ୍ନିଶମ ବିଭାଗର…