Browsing Tag

96 primary teachers left their jobs

ଚାକିରିରୁ ବିଦା ହେଲେ ୯୬ଜଣ ପ୍ରାଥମିକ ଶିକ୍ଷକ

ରାଜ୍ୟରେ ଦୀର୍ଘଦିନ ଧରି ବିନାନୁମତିରେ ଅନୁପସ୍ଥିତ ରହୁଥିବା ଶିକ୍ଷକମାନଙ୍କ ବିରୁଦ୍ଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ପ୍ରାଥମିକ ସ୍କୁଲରେ କନିଷ୍ଠ ଶିକ୍ଷକ ବର୍ଗରେ କାର୍ଯ୍ୟ କରୁଥିବା ୯୬ଜଣ ପ୍ରାଥମିକ ଶିକ୍ଷକଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ…