ବୌଦ୍ଧ ଜିଲ୍ଲାକୁ ୯୭୦ କୋଟି ଭେଟି ଦେଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୌଦ୍ଧ ଜିଲ୍ଲା ଗସ୍ତ କରିଥିଲେ। ଏହି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ କଣ୍ଟମାଳ ଓ ବୌଦ୍ଧଠାରେ ୨ଟି ସାଧାରଣ ସଭାରେ ଯୋଗଦେଇ ୯୭୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ…