ଜଟଣୀରେ କ୍ୟାନସର ପୀଡ଼ିତ ଶିଶୁଙ୍କ ଲାଗି ନିର୍ମାଣ ହେବ ହସ୍ପିଟାଲ
କ୍ୟାନସର ପୀଡିତ ଶିଶୁଙ୍କ ଚିକିତ୍ସା ଲାଗି ରାଜ୍ୟ ସରକାର ଆଜି ଏକ ବଡ ଘୋଷଣା କରିଛନ୍ତି । ରାଜ୍ୟ ସରକାର ଆଜି ଟାଟା ମେମୋରିଆଲ ସେଣ୍ଟରକୁ ଚିଠି ଲେଖି ଜଣାଇଛନ୍ତି ଯେ ଜଟଣୀରେ କ୍ୟାନସର ପୀଡ଼ିତ ଶିଶୁଙ୍କ ଲାଗି ହସ୍ପିଟାଲ ନିର୍ମାଣ ହେବ । ଜଟଣୀରେ ପ୍ରତିଷ୍ଠା ହେବ ହୋମି ଭାବା କ୍ୟାନସର…