ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର
ବାଲେଶ୍ବରରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର । ବଜ୍ରପାତରେ ଅନେକ ଜୀବନ ଯାଉଛି । ସେଥିପାଇଁ ଲାଇଟେନିଂ ରିସର୍ଚ୍ଚି ସେଣ୍ଟରରେ ସଠିକ ପୂର୍ବ ସୂଚନା ଦିଆଯାଇପାରିବ ବୋଲି ଆଇଏମଡି ଡିଜି ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।
ଜୁନ ଦ୍ଵିତୀୟ ସପ୍ତାହ ପରେ ବର୍ଷାର ପରିମାଣ…