Browsing Tag

A rare tumor was surgically removed from a newborn baby

ନବଜାତ ଶିଶୁର ଶରୀରରୁ ବିରଳ ଟ୍ୟୁମରକୁ ଅସ୍ତ୍ରୋପଚାର ଜରିଆରେ ଅଲଗା କଲେ ସମ୍ ସର୍ଜନ୍

ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ନବଜାତ ଶିଶୁର ଶରୀରର ନିମ୍ନ ଭାଗରେ ଯୋଡି ହୋଇ ରହିଥିବା ମୁଣ୍ଡ ଆକୃତିର ଟ୍ୟୁମରକୁ ସଫଳ ଅସ୍ତ୍ରୋପଚାର ମାଧ୍ୟମରେ ଅଲଗା କରି ଶିଶୁକୁ ନୂଆ ଜୀବନ ଦେଇଛନ୍ତି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲର ସର୍ଜନ୍ । ଖୋର୍ଦ୍ଧା…