ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫୋରଣ, ୪ ମୃତ, ୪ ଗୁରୁତର
ବାଣ ପ୍ରସ୍ତୁତି ବେଳେ ଭୟଙ୍କର ବିସ୍ଫୋରଣ। ଖୋର୍ଦ୍ଧା ଜିଲ୍ଲାର ଭୁଷଣ୍ଡପୁରରେ ବାଣ ପ୍ରସ୍ତୁତି ବେଳେ ବ୍ଲାଷ୍ଟିଂ ହୋଇଛି। ବାଣ ଫୁଟି ୪ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇପଡିଛନ୍ତି। ଏକାଧିକ ଗୁରୁତରଙ୍କୁ ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଦୋଳ…