ମହାଭାରତ କାବ୍ୟ ଉପରେ ଗବେଷଣା କରୁଥିବା ହଲାଣ୍ଡର ବିଶିଷ୍ଟ ଗବେଷକଙ୍କର ସୋଆ ପରିଦର୍ଶନ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମହାଭାରତ କାବ୍ୟକୁ ନେଇ ଦୀର୍ଘ ୨୦ ବର୍ଷ ହେବ ଗବେଷଣା ଚଳାଇଥିବା ହଲାଣ୍ଡର ପ୍ରଫେସର ଆର୍ଲୋ ଗ୍ରିଫିଥ୍ସ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସେଂଟର ଫର୍ ପ୍ରିଜରଭେସନ୍, ପ୍ରୋପାଗେସନ୍ ଆଣ୍ଡ ରେଷ୍ଟୋରେସନ୍ ଅଫ୍ ଆନ୍ସିଏଂଟ୍ କଲ୍ଚର…