ରାଜଧାନୀରେ ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ମାରିବା ଘଟଣା; ତଦନ୍ତ ଆରମ୍ଭ କରିଛି ପୋଲିସ
ରାଜଧାନୀରେ ଯୁବତୀଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ମାରିବା ଘଟଣା। ଭାଇରାଲ ଭିଡିଓ ଆଧାରରେ ତଦନ୍ତ କରୁଛି ପୋଲିସ। ୪ରୁ ୫ଜଣଙ୍କ ନାଁରେ ମାମଲା ରୁଜୁ କରି ତଦନ୍ତ କରୁଛି ପୋଲିସ। ଆଜି ପୁଣି ଘଟଣାସ୍ଥଳକୁ ଯାଇ ଲୋକଙ୍କୁ ପଚରାଉଚରା କରିବ ପୋଲିସ। ଗତକାଲି ଯୁବତୀଙ୍କ ଡାକ୍ତରୀ ମାଇନା କରିଥିଲା ପୋଲିସ।…