Browsing Tag

aanahajare asusta

ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ବିଶିଷ୍ଟ ସମାଜସେବୀ ତଥା ଗାନ୍ଧିବାଦୀ ନେତା ଆନ୍ନା ହଜାରେ ଅସୁସ୍ଥ । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ପୁଣେ ସ୍ଥିତ ରୁବୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି ଏବଂ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଥିବା ଚିକିତ୍ସା…