ଆଜି ଅବପାତ, କାଲି ବାତ୍ୟା; ୪ ଜିଲ୍ଲାକୁ ରେଡ୍ ଆଲର୍ଟ
ଭୁବନେଶ୍ୱର: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ଏକ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣପୂର୍ବ ଓ ସଂଲଗ୍ନ…