ଜୀବନ ଯୁଦ୍ଧରେ ହାରିଗଲେ ଅଭିଷେକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ବଞ୍ଚି ପାରିଲାନି ଜୀବନ । ଦୀର୍ଘ ଦିନର ଚିକିତ୍ସା ପରେ ଜୀବନ ଯୁଦ୍ଧରେ ହାରିଗଲେ ଭଦ୍ରକର ଅଭିଷେକ ମହାପାତ୍ର । କରୋନାରେ ସଂକ୍ରମିତ ହୋଇ ଗୁରୁତର ହୋଇପଡିବା ପରେ କୋଲକତାରେ ଚାଲିଥିଲା ତାଙ୍କର ଇକମୋ ଚିକିତ୍ସା। ହେଲେ ଦୁଃଖର ବିଷୟ ଗତକାଲି ରାତି ପ୍ରାୟ ୧୦ଟା୪୫…