Browsing Tag

Accident in jharsuguda

ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା, ୪ମୃତ

୪୯ନଂ ଜାତୀୟ ରାଜପଥରେ ଟ୍ରକ ଓ ପିକ୍ଅପ୍ ଭ୍ୟାନ୍ ମଧ୍ୟରେ ଧକ୍କା । ଫଳରେ ୪ ଜଣଙ୍କର ମୁତ୍ୟୁ ହୋଇଥିବା ବେଳେ ୬ରୁ ଅଧିକ ଆହତ ହୋଇଛନ୍ତି । ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଳକ ଜୁନିଅନ ଠାରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଆହତଙ୍କୁ ଲଖନପୁର ସ୍ଵାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି ।…