Browsing Tag

Action against 9 corrupt officials

୯ ଜଣ ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି ।…