ଓଲିଉଡ୍ ଅଭିନେତା ଅନୁଭବ ମହାନ୍ତିଙ୍କ ବାପାଙ୍କ ପରଲୋକ
ଓଲିଉଡ୍ ଅଭିନେତା ତଥା ସାଂସଦ ଅନୁଭବ ମହାନ୍ତିଙ୍କ ବାପା ଅଭୟ ମହାନ୍ତିଙ୍କ ପରଲୋକ ଘଟିଛି । ଚିକିତ୍ସାଧୀନ ଅବସ୍ଥାରେ କଟକରେ ତାଙ୍କର ଦେହାନ୍ତ ହୋଇଛି । ୭୪ ବର୍ଷ ବୟସରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ଅନୁଭବଙ୍କ ବାପା ଅଭୟ ମହାନ୍ତି।
ତେବେ ଦୀର୍ଘ ଦିନ ଧରି ଅସୁସ୍ଥ ଥିଲେ ଅନୁଭବଙ୍କ…