ଅଭିନେତା ଜାଭେଦ ଖାନ୍ନ୍ ଆମରୋହିଙ୍କର ପରଲୋକ
ହିନ୍ଦୀ ସିନେମାରେ ନିଜ ଅଭିନୟ ମାଧ୍ୟମରେ ଦର୍ଶକଙ୍କୁ ବାନ୍ଧି ରଖିଥିବା ଅଭିନେତା ଜାଭେଦ ଖାନ୍ନ୍ ଆମରୋହିଙ୍କର ପରଲୋକ ଘଟିଛି। ୭୦ ବର୍ଷ ବୟସରେ, ଜାଭେଦ ମଙ୍ଗଳବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ଅଭିନୟ ଯାତ୍ରାରେ ଜାଭେଦ ଏହିପରି ଅନେକ ଚଳଚ୍ଚିତ୍ରରେ ଉଲ୍ଲେଖନୀୟ ଚରିତ୍ରରେ…