Browsing Tag

Additional Rice Distribution Naveen Patnaik Rice

ମାର୍ଚ୍ଚ ଯାଏ ଅତିରିକ୍ତ ୫ କେଜି ମାଗଣା ଚାଉଳ ପାଇବେ ହିତାଧିକାରୀ, ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ମାର୍ଚ୍ଚ ପର୍ଯ୍ୟନ୍ତ ମିଳିବ ମାଗଣା ଚାଉଳ । ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର । ୨୦୨୨ ମାର୍ଚ୍ଚ ମାସ ଯାଏ ପ୍ରତିମାସ ୫ କେଜି ଚାଉଳ ମାଗଣାରେ ହିତାଧିକାରୀଙ୍କୁ ଦିଆଯିବ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…