Browsing Tag

Additional Secretary Anupam Shah

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଅରିନ୍ଦମ ଡାକୁଆ, ଅନୁପମ ଶାହା ହେଲେ ଅତିରିକ୍ତ ସଚିବ

ବହୁ ପ୍ରତୀକ୍ଷା ଓ ଚର୍ଚ୍ଚାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଲେ ଅରିନ୍ଦମ ଡାକୁଆ । ଏହାସହ ଅନୁପମ ଶାହା ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଭାବେ ନିଯୁକ୍ତି ମିଳିଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ତରଫରୁ ପ୍ରେସ…