ସରିଲା ଅଧରପଣା ନୀତି
ସିଂହଦ୍ୱାର ସମ୍ମୁଖରେ ଦଣ୍ଡାୟମାନ ତିନିରଥ ଉପରେ ସୋମବାର ଅଧରପଣା ନୀତି ସମ୍ପନ୍ନ ହୋଇଛି। ରଥାରୁଢ଼ ଚତୁର୍ଦ୍ଧା ମୂର୍ତ୍ତିଙ୍କଠାରେ ଲାଗି ହୋଇଛି ସୁସ୍ୱାଦୁ ଓ ସୁବାସିତ ପଣା । ୩ପ୍ରତି ଠାକୁରଙ୍କ ପାଖରେ ୩ ହାଣ୍ଡି ଲେଖାଏ ପଣା ଭୋଗ ହୋଇଛି । ତେବେ ଏହି ପଣା ରଥ ଉପରେ ଲାଗି ପରେ ସେହିଠାରେ ହିଁ…