ମୁମ୍ବାଇ ପରେ ଦିଲ୍ଲୀ ଶିଳ୍ପପତିଙ୍କୁ ଆକୃଷ୍ଟ କରିବାକୁ ନବୀନଙ୍କ ପ୍ରୟାସ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆସନ୍ତା ନଭେମ୍ବର ୧୧ରୁ ୧୫ ପର୍ଯ୍ୟନ୍ତ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଥିବା ‘ମେକ୍ ଇନ୍ ଓଡ଼ିଶା କନକ୍ଲେଭ୍’ କୁ ଦୃଷ୍ଟିରେ ରଖି ମୁମ୍ବାଇ ପରେ ଏବେ ଦିଲ୍ଲୀର ଶିଳ୍ପପତିଙ୍କୁ ଓଡ଼ିଶାରେ ପୁଞ୍ଜି ନିବେଶ ପାଇଁ ଆକୃଷ୍ଟ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…