ଆଉ ୨କରୋନା ପଜିଟିଭ ଚିହ୍ନଟ, ଜଣେ ସ୍ୱାସ୍ଥ୍ୟକର୍ମୀ କରୋନା ଆକ୍ରାନ୍ତ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ରାଜ୍ୟରେ ଆଉ ଦୁଇ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣେ କୋରାପୁଟର ୨୨ ବର୍ଷୀୟ ପୁରୁଷ ବୋଲି ଜଣାପଡିଛି। ସେ ଜଣେ ସ୍ୱାସ୍ଥ୍ୟକର୍ମୀ ବୋଲି ସୂଚନା ମିଳିଛି । ଆଉ ଜଣେ ବାଲେଶ୍ୱରରେ ମଧ୍ୟ ଚିହ୍ନଟ ହୋଇଛନ୍ତି । ତାଙ୍କ ବୟସ ୩୨ ବର୍ଷ ହୋଇଥିବା…