Browsing Tag

Again egg attack the vehicle of 5 secretary

ପୁଣିଥରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗାଡିକୁ ଅଣ୍ଡାମାଡ

ପୁଣିଥରେ ୫ଟି ସଚିବ ଭିକେ ପାଣ୍ଡିଆନଙ୍କ ଗାଡିକୁ ଅଣ୍ଡାମାଡ । ବୌଦ୍ଧରେ କଚେରୀ ଛକରେ ହୋଇଛି ଅଣ୍ଡାମାଡ । ପୋଲିସ ଜଣଙ୍କୁ ଉଠାଇନେଇଥିବା ସୂଚନା ରହିଛି । ଦିନିକିଆ ବୈଦ୍ଧ ଗସ୍ତରେ ଅଛନ୍ତି ୫ଟି ସଚିବ । ସେହିପରି ଆଜି ବିଜେପି ମଧ୍ୟ ବିରୋଧ କରିଛି । କଂଟାମାଲ ବ୍ଲକ ଗସ୍ତରେ ଥିବା ବେଳେ ମୁଖ୍ୟ…