୧୦ଟାରୁ ୪ଟା ଯାଏଁ ଖୋଲା ରହିବ ଆହାର କେନ୍ଦ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏଣିକି ସକାଳ ୧୦ଟାରୁ ଅପରାହ୍ଣ ୪ଟା ଯାଏଁ ଖୋଲା ରହିବ ସମସ୍ତ ଆହାର କେନ୍ଦ୍ର। କେନ୍ଦ୍ରରେ ଲୋକଙ୍କ ଭିଡ଼ କମାଇବାକୁ ସମୟ ଅବଧି ବଢ଼ାଇଲେ ସରକାର।
ଲୋକମାନେ ଧାଡ଼ିରେ ପରସ୍ପର ମଧ୍ୟରେ ଦେଢ଼ ମିଟର ଦୂରତା ରକ୍ଷା କରିବେ। ଆହାର କେନ୍ଦ୍ର ବାହାରେ ସାବୁନ କିମ୍ବା…