ଏୟାର ଇଣ୍ଡିଆ ବିମାନର ପାଇଲଟ୍ କରୋନା ପଜିଟିଭ୍ ଚିହ୍ନଟ : ଉଡ଼ାଣକୁ କରାଗଲା ବାତିଲ୍
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଏୟାର ଇଣ୍ଡିଆର ଦିଲ୍ଲୀ-ମସ୍କୋ ରୁଟ୍ର ବିମାନ ଉଡ଼ାଣକୁ ବାତିଲ କରାଯାଇଛି। ଏହି ବିମାନର ପାଇଲଟ୍ଙ୍କ ସ୍ୱାବ୍ ରିପୋର୍ଟ କରୋନା ପଜିଟିଭ୍ ଆସିବା ପରେ ଏୟାର ଇଣ୍ଡିଆ ପକ୍ଷରୁ ଏଭଳି ନିଷ୍ପତ୍ତି ଗ୍ରହଣ କରାଯାଇଛି । ଆଜି ସକାଳେ ରିପୋର୍ଟ ସମ୍ପର୍କରେ ଜଣାପଡ଼ିବା…