ଫେବ୍ରୁଆରୀ ୭ ତାରିଖରୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଫେବ୍ରୁଆରୀ ୭ ତାରିଖରୁ ଖୋଲିବ ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ଶିକ୍ଷାମନ୍ତ୍ରୀ ବିଜୟ କୁମାର ଚୌଧୁରୀ ମଙ୍ଗଳବାର ଘୋଷାଣା କରିଛନ୍ତି । ବିହାରରେ କରୋନା ସଂକ୍ରମଣ ମାମଲା ହ୍ରାସ ପାଉଛି । ସେଥିପାଇଁ ଶିକ୍ଷା ବିଭାଗ ସମସ୍ତ ଶିକ୍ଷାନୁଷ୍ଠାନ ଖୋଲିବାକୁ ପ୍ରସ୍ତୁତ…