ସମସ୍ତ ଯୋଗ୍ୟ ହିତାଧିକାରୀମାନେ ପିଏମ୍ କିଷାନ୍ ଯୋଜନାରେ ହେବେ ସାମିଲ: ମୁଖ୍ୟମନ୍ତ୍ରୀ
ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ସୁନାମ କରିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି କୃଷକ ମାନଙ୍କ କଲ୍ୟାଣ ଓ ଉନ୍ନତି ପାଇଁ ବିଭିନ୍ନ କୃଷକ ସଂଗଠନ ମାନଙ୍କ ସହିତ ଆଲୋଚନା କରି ଅନେକ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ଉପ ମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ ଶ୍ରୀ କନକ…