Browsing Tag

all patients are safe

ପୁଣି ଏକ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ, ସମସ୍ତ ରୋଗୀ ସୁରକ୍ଷିତ

ବାରିପଦା ସ୍ଥିତ ଘରୋଇ ହସ୍ପିଟାଲରେ ଅଗ୍ନିକାଣ୍ଡ। ଭୋର୍ ଚାରିଟା ସମୟରେ ହସ୍ପିଟାଲର ଦ୍ଵିତୀୟ ମହଲାରେ ଥିବା ଆଇସିୟୁ ଡ୍ୟୁଟି ରୁମ୍ରେ ହଠାତ୍ ନିଆଁ ଲାଗିଯାଇଥିଲା। ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସୂଚନାନୁଯାୟୀ, ବାରିପଦା ଟାଉନ୍ ଥାନା ଅନ୍ତର୍ଗତ ସାଇ ହସ୍ପିଟାଲର…