ଲଗାଣ ବର୍ଷା ପାଇଁ ଆଜି ରାଜଧାନୀର ସବୁ ସ୍କୁଲ ଛୁଟି !
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଲଗାଣ ବର୍ଷା କୁ ଦୃଷ୍ଟିରେ ରଖି ଭୁବନେଶ୍ୱରର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏପରିକି ରାଜ୍ୟର ସମସ୍ତ ଅଙ୍ଗନୱାଡି କେନ୍ଦ୍ରକୁ ଆସନ୍ତାକାଲି ବନ୍ଦ ରଖିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟ ସରକାର । ସମ୍ଭାବ୍ୟ ବର୍ଷାକୁ…