ହାରିବା ଭୟରେ ନିର୍ବାଚନୀ ହିଂସା କରୁଛି ବିଜେପି, ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ
ଓଡ଼ିଶା ଫାଷ୍ଟ (ବ୍ୟୁରୋ): ବିଜେଡି ସବୁ ବେଳେ ଅହିଂସାରେ ବିଶ୍ୱାସ କରେ ଏବଂ ଶାନ୍ତିପୂର୍ଣ ନିର୍ବାଚନ ଦ୍ୱାରା ହିଁ ଗଣତନ୍ତ୍ରକୁ ସୁଦୃଢ କରାଯାଇ ପାରିବ ବୋଲିବିଜେଡି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଏବଂ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ କହିଛନ୍ତି ।
ନିର୍ବାଚନୀ ହିଂସାକୁ…