୨୬ରେ ଓଡିଶା ଆସିବେ ଅମିତ ଶାହ
ଓଡିଶା ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ମାର୍ଚ୍ଚ ୨୬ ତାରିଖରେ ଭଦ୍ରକ ସମାବେଶରେ ଯୋଗ ଦେବେ ଅମିତ ଶାହ । ଏନେଇ ବିଜେପି ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନଙ୍କ ସୂଚନା ଦେଇଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ, ଭଦ୍ରକ ଲୋକସଭା ନିର୍ବାଚନ ମଣ୍ଡଳିରେ ସମାବେଶ କରିବେ ଅମିତ ଶାହ।…