ଆଇଏଏସ୍ରେ ନୂତନ ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏଂଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ
ଭୁବନେଶ୍ୱର, ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ
ସାଇନ୍ସେସ୍ (ଆଇଏଏସ)ର ପ୍ରଥମ ବର୍ଷର ବିଏସ୍ସି (ଅନର୍ସ) ଏଗ୍ରିକଲ୍ଚର ନୂତନ ଛାତ୍ରଛାତ୍ରୀଙ୍କ ୧୪ ତମ ବ୍ୟାଚ ନିମନ୍ତେ ସୋମବାର ଓରିଏଂଟେସନ୍ କାର୍ଯ୍ୟକ୍ରମ ଅନୁଷ୍ଠିତ…