ଆଉ ମୁଁ ନୁହେଁ ଏଥର ମୋ ପୁଅ ଲଢ଼ିବ ନିର୍ବାଚନ
ପୁଣିଥରେ ନିଜ ବୟାନ ପାଇଁ ବେଶ ଚର୍ଚ୍ଚାରେ ରହିଛନ୍ତି କଂଗ୍ରେସର ବରିଷ୍ଠ ନେତା ତଥା ବିଧାୟକ ସୁର ରାଉତରାୟ । ଜଟଣୀରୁ ଆଉ ନିର୍ବାଚନ ଲଢ଼ିବେନି ବରିଷ୍ଠ କଂଗ୍ରେସ ନେତା ସୁରେଶ ରାଉତରାୟ । ଏ କଥା ଆମେ କହୁ ନାହୁଁ । ଖୋଦ୍ ସୁର ରାଉତରାୟ ଏହି କଥା ସ୍ପଷ୍ଟ କରିଛନ୍ତି । ସେ କହିଛନ୍ତି ମୁଁ ଆଉ…