Browsing Tag

andhra-pradesh-cm-ys-jagan-mohan-reddy-announces

ମୃତ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ୩ଲକ୍ଷ ଲେଖାଏଁ ସହାୟତା ରାଶି ଦେବେ ଆନ୍ଧ୍ର ସରକାର

ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆନ୍ଧ୍ରପ୍ରଦେଶର ଗୁଣ୍ଟୁରର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଜୀବନ ହାରିଥିବା ୬ ଜଣ ଓଡ଼ିଆ ଶ୍ରମିକଙ୍କ ପରିବାରକୁ ସହାୟତା ରାଶି ଘୋଷଣା କରିଛନ୍ତି ଆନ୍ଧ୍ରପ୍ରଦେଶ ସରକାର । ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ମୃତକଙ୍କ ପରିବାରକୁ ସମବେଦନା ଜଣାଇବା ସହ…