ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବ ଅଙ୍ଗନବାଡ଼ି କେନ୍ଦ୍ର
ଓଡ଼ିଶା ଫାଷ୍ଟ(ବ୍ୟୁରୋ):କରୋନା ଯୋଗୁଁ ରାଜ୍ୟର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ରଗୁଡ଼ିକ ଚଳିତ ଅଗଷ୍ଟ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି । ଏହି ସମୟରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଗର୍ଭବତୀ ଓ ପ୍ରସୂତି ମହିଳା ତଥା ଶିଶୁମାନଙ୍କ ପାଇଁ କାର୍ଯ୍ୟକାରୀ ହେଉଥିବା ସମନ୍ୱିତ ଶିଶୁ ବିକାଶ…