ଅଙ୍ଗନବାଡ଼ି କେନ୍ଦ୍ର ୨୮ରୁ ଖୋଲିବ
ଭୁବନେଶ୍ବର: ମାର୍ଚ୍ଚ ୨୮ ତାରିଖ ଠାରୁ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବ। ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି । ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଯାଏଁ ଖୋଲିବ ଅଙ୍ଗନବାଡ଼ି କେନ୍ଦ୍ର ଖୋଲିବାକୁ ଏସଓପିରେ କୁହାଯାଇଛି। ଏନେଇ ଆଇସିଡିଏସ୍ ନିର୍ଦ୍ଦେଶକ ସମସ୍ତ…