୨୦ ହଜାର ଟଙ୍କା ବଦଳରେ ୪୦ ହଜାର ଟଙ୍କା ପୋତ୍ସାହନ ରାଶି ପାଇବେ ଅଙ୍ଗନବାଡୀ କର୍ମୀ ଓ ଅଙ୍ଗନବାଡୀ ସହାୟକ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଗ୍ରାମାଞ୍ଚଳରେ ପିଲାମାନଙ୍କ ସ୍ବାସ୍ଥ୍ୟ, ପୁଷ୍ଟିସାଧନ ଓ ଶିକ୍ଷା ତଥା ମହିଳା ମାନଙ୍କ ସଚେତନତା କ୍ଷେତ୍ରରେ ଅଙ୍ଗନବାଡୀ କର୍ମୀ ମାନଙ୍କର ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ଅଙ୍ଗନବାଡୀ ସେବା ଯୋଜନାରେ ରାଜ୍ୟରେ ନିଯୁକ୍ତ ଅଙ୍ଗନବାଡୀ କର୍ମୀ, ମିନି ଅଙ୍ଗନବାଡୀ…