Browsing Tag

Announcement of BJP’s first list of candidates for the Lok Sabha elections

ଲୋକସଭା ନିର୍ବାଚନ ପାଇଁ ବିଜେପିର ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା

ଲୋକସଭା ନିର୍ବାଚନ ପାଇଁ ବିଜେପି ପକ୍ଷରୁ ପ୍ରଥମ ପ୍ରାର୍ଥୀ ତାଲିକା ଘୋଷଣା । ବାରଣାସୀରୁ ପୁଣିଥରେ ପ୍ରଧାନମନ୍ତ୍ରୀ ମୋଦୀ ନିର୍ବାଚନ ଲଢିବେ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ…