ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କଲେ ଅପରାଜିତା ଷଡ଼ଙ୍ଗୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ):ଆଜି ନୂଆଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ସାକ୍ଷାତକରି ବାର୍ଷିକ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ଏହି ଅବସରରେ ଭୁବନେଶ୍ୱର ଲୋକସଭା କ୍ଷେତ୍ର ଏବଂ ଓଡିଶା ରାଜ୍ୟ…