ଅଗଷ୍ଟ ୧୩ରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା: ସିଇସି
ଭୁବନେଶ୍ୱର: ଗତକାଲି ଓଡ଼ିଶା ଉପରେ ସୃଷ୍ଟି ହୋଇଥିବା ଅବପାତ କ୍ରମେ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଥିବା ବେଳେ ଅଗଷ୍ଟ ୧୩ ତାରିଖ ବେଳକୁ ଉତର ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ବୁଧବାର ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ…