Browsing Tag

Aparajita wrote a letter to the Chief Minister

ବୁଦ୍ଧେଶ୍ୱରୀ କଲୋନୀ ଘଟଣା; ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଅପରାଜିତା

ଭୁବନେଶ୍ୱର ବୁଦ୍ଧେଶ୍ୱରୀ କଲୋନୀରେ ଗତକାଲିର ବିରୋଧ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ । ମୁଖ୍ୟମନ୍ତ୍ରୀଙ୍କୁ କ୍ଷୋଭର ସହ ଦେଇଥିବା ଚିଠିରେ ଅପରାଜିତା ଲେଖିଛନ୍ତି- ଲକ୍ଷ୍ମୀସାଗର ୪୩ ନଂ ୱାର୍ଡରେ ମୋତେ 'କିଛି ଅସାମାଜିକ ଲୋକଙ୍କ ଦ୍ୱାରା ୨ ଘଣ୍ଟା…