ଗୁଡି ଉଡାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ୍
ଗୁଡି ଉଡାଇବା ବେଳେ ମାଞ୍ଜା ସୂତା ବ୍ୟବହାର ନକରିବାକୁ ଅପିଲ୍ କରାଯାଇଛି । ଓଡିଶା ପୋଲିସ ପକ୍ଷରୁ ସାଧାରଣ ଲୋକଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଗୁଡି ଉଡାଇବା ସମୟରେ ସତର୍କତା ଅବଲମ୍ବନ କରନ୍ତୁ । ମାଞା ସୂତା ବ୍ୟବହାର ନକରି ସାଧାରଣ ସୂତାରେ ଗୁଡି ଉଡାନ୍ତୁ ବୋଲି ଅପିଲ୍…