Browsing Tag

Arindam Ray joined BJP

ବିଜେପିରେ ମିଶିଲେ ଅରିନ୍ଦମ ରାୟ

ବିଜୁ ଜନତା ଦଳ(ବିଜେଡି)ରୁ ଇସ୍ତଫା ଦେବାର ଘଣ୍ଟାଏ ନ ପୂରୁଣୁ ବିଜେପିରେ ଯୋଗ ଦେଇଛନ୍ତି ଅଭିନେତା ଅରିନ୍ଦମ ରାୟ। ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ଶୁକ୍ରବାର ସେ ପଦ୍ମ ଧରିଛନ୍ତି। ତେବେ ବିଜେପିରେ ସାମିଲ ହେବା ପରେ ଅରିନ୍ଦମ ପ୍ରତିକ୍ରିୟା ରଖି ପ୍ରଧାନମନ୍ତ୍ରୀ…