ବରିଷ୍ଠ ନାଗରିକଙ୍କ ତୀର୍ଥ ଯାତ୍ରା କାର୍ଯ୍ୟକ୍ରମ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ
ଓଡ଼ିଶା ଫାଷ୍ଟ(ବ୍ୟୁରୋ): ଆଜି ବ୍ରହ୍ମପୁରରୁ ବରିଷ୍ଠ ନାଗରିକମାନେ ଭେଲକାନୀ ଓ ତାଞ୍ଜୋର ଅଭିମୁଖେ ଯାତ୍ରା ଆରମ୍ଭ କରିଛନ୍ତି । ରାଜ୍ୟ ସରକାରଙ୍କ ପକ୍ଷରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମକୁ ସଚିବାଳୟଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଶୁଭାରମ୍ଭ କରିଥିଲେ ।…